Surprise Me!

5 ଦିନ ଯାଏଁ ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ, ବଙ୍ଗୋପସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ !

2026-05-22 1 Dailymotion

ଆଜି ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ । ସେପଟେ ଆସନ୍ତା 5 ଦିନ ଯାଏଁ ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ସହ 7 ଦିନ ଯାଏଁ କାଳବୈଶାଖୀ ବର୍ଷା ସମ୍ଭାବନା ରହିଛି । ରିପୋର୍ଟ-ଦେବସ୍ମିତା ରାଉତ