ଓଡ଼ିଶା ଜୈବ ବିବିଧତା ବୋର୍ଡ ପକ୍ଷରୁ ପାଳିତ ହେଲା ଅନ୍ତର୍ଜାତୀୟ ଜୈବ ବିବିଧତା ଦିବସ। ଯୋଗଦେଲେ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ । ରିପୋର୍ଟ- ବିକାଶ କୁମାର ଦାସ