ବହୁ ଚର୍ଚ୍ଚିତ ଗୋପାଳପୁରର ଜମି ବ୍ୟବସାୟୀ ସୁଧୀର ପାତ୍ରଙ୍କୁ ହତ୍ୟା ଘଟଣାରେ ସଂପୃକ୍ତ ଥିବା ଅନ୍ୟ ଦୁଇ ଅଭିଯୁକ୍ତଙ୍କୁ ପୋଲିସ ଏନକାଉଣ୍ଟର କରିଛି । ରିପୋର୍ଟ: ସମୀର ଆଚାର୍ଯ୍ୟ