ଜୁନ୍ ୧ ତାରିଖରୁ ୯ ତାରିଖ ପର୍ଯ୍ୟନ୍ତ ମହେନ୍ଦ୍ରଗିରିରେ ମହେନ୍ଦ୍ର ମେଳା ଆୟୋଜିତ ହେବାକୁ ଯାଉଛି । ଏନେଇ ପ୍ରସ୍ତୁତି ଯୋରଦାର ଚାଲିଛି । ରିପୋର୍ଟ: ସମୀର କୁମାର ଆଚାର୍ଯ୍ୟ