ଦୋଷୀ ପୋଲିସ ବିରୋଧରେ ସେଭଳି କୌଣସି ବଳିଷ୍ଠ ପଦକ୍ଷେପ ନିଆଯାଉ ନ ଥିବାରୁ ହାଜତ ମୃତ୍ୟୁ ଓ ନିର୍ଯାତନା ମାମଲାରେ ରୋକ ଲାଗିପାରୁ ନ ଥିବା କୁହାଯାଉଛି। ରିପୋର୍ଟ-ସତ୍ୟଜିତ ରାଉତ