କୋଣର୍କ ସୂର୍ଯ୍ୟ ମନ୍ଦିର ଜଗମୋହନ ଗର୍ଭଗୃହରୁ ବାଲି କାଢ଼ିବା ପ୍ରକ୍ରିୟାର ସ୍ଥିତି ଅନୁଧ୍ୟାନ କଲେ ଏଏସଆଇ ଡିଜି ଏବଂ ଏକ ଉଚ୍ଚସ୍ତରୀୟ ବୈଷୟିକ ଟିମ୍ । ରିପୋର୍ଟ- ବିରଞ୍ଜନ ମଲ୍ଲିକ