ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ ଏହି ଘୋଷଣା କରିଛନ୍ତି । ପଶ୍ଚିମବଙ୍ଗ ସରକାରଙ୍କ ଏହି ନିଷ୍ପତ୍ତିକୁ ସ୍ୱାଗତ କରିଛନ୍ତି, ଆଇନ୍ ମନ୍ତ୍ରୀ, ଶ୍ରୀମନ୍ଦିର ସେବାୟତ ଓ ଭକ୍ତ । ରିପୋର୍ଟ- ଶକ୍ତି ପ୍ରସାଦ ମିଶ୍ର