ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶାରେ ପ୍ରବେଶ କରିଛି ବୋଲି ଭୁବନେଶ୍ବର ପାଣିପାଗ କେନ୍ଦ୍ର ସ୍ପଷ୍ଟ କରିଛି । ଆସନ୍ତା ଦୁଇ ଦିନ ଯାଏଁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା । ରିପୋର୍ଟ: ଦେବସ୍ମିତା ରାଉତ