ଭବାନୀପାଟଣାରେ ଆଜି ସକାଳୁ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି । ରାସ୍ତା କଡ଼ରେ ଠିଆ ହୋଇଥିବା ଏକ ହାଇୱାକୁ ପଛପଟୁ ଧକ୍କା ଦେଲା BMW କାର୍। ରିପୋର୍ଟ-ଅଜିତ କୁମାର ସିଂ