Surprise Me!

୨ ଦିନ ମଧ୍ୟରେ ଓଡ଼ିଶାର ଆଉ କିଛି ଅଞ୍ଚଳକୁ ଛୁଇଁବ ମୌସୁମୀ

2026-06-13 4 Dailymotion

ରାଜ୍ୟରେ ମୌସୁମୀ ବର୍ଷା ଆରମ୍ଭ ହୋଇଥିବା ବେଳେ ଆସନ୍ତାକାଲି ପାଇଁ 4ଟି ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ । ରିପୋର୍ଟ- ଦେବସ୍ମିତା ରାଉତ