Surprise Me!

ଜନ୍ମଦିନରେ ଜନ୍ମମାଟିକୁ ବଡ ଭେଟି ଦେବେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପାଇଁ ସଜେଇ ହେଉଛି ରାଇରଙ୍ଗପୁର

2026-06-17 105 Dailymotion

ଓଡ଼ିଶା ଓ ମୟୂରଭଞ୍ଜ ଜିଲ୍ଲାରେ ହଜାର ହଜାର କୋଟି ଟଙ୍କାର ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କରିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ରିପୋର୍ଟ ସଞ୍ଜୟ ପରିଡ଼ା