Surprise Me!

ଆସନ୍ତାକାଲି ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ, ରାଜ୍ୟ ସରକାରଙ୍କ 2 ବର୍ଷ ପୂର୍ତ୍ତି କାର୍ଯ୍ୟକ୍ରମରେ ହେବେ ସାମିଲ

2026-06-19 22 Dailymotion

ମୟୂରଭଞ୍ଜ ଜିଲ୍ଲା ପାହାଡପୁର ଗସ୍ତ କରିବେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ । ୪୭,୬୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ହେବ ଉଦଘାଟନ ଏବଂ ଭିତ୍ତି ପ୍ରସ୍ତର ସ୍ଥାପନ।ରିପୋର୍ଟ- ସଞ୍ଜୟ ପରିଡ଼ା