ତ୍ରୁଟିପୂର୍ଣ୍ଣ ପାଠ୍ୟପୁସ୍ତକ ପ୍ରତ୍ୟାହାର ଦାବିରେ AIDSO ପକ୍ଷରୁ ଲୋୟର ପିଏମଜି ଛକରେ ବିକ୍ଷୋଭ ପ୍ରଦର୍ଶନ । ଦାୟୀ ଅଧିକାରୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଦାବି କରିଛି ସଂଗଠନ । ରିପୋର୍ଟ: ବିକାଶ କୁମାର ଦାସ