Surprise Me!

ବାଲୁକା କଳା ମାଧ୍ୟମରେ ରାଷ୍ଟ୍ରପତିଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ସୁଦର୍ଶନ ପଟ୍ଟନାୟକ

2026-06-20 3 Dailymotion

୬ ଫୁଟ୍ ଉଚ୍ଚତା ବିଶିଷ୍ଟ ବାଲୁକା ଭାସ୍କର୍ଯ୍ୟରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମହାପ୍ରଭୁ ଜଗନ୍ନାଥଙ୍କ ଆଶୀର୍ବାଦ ଭିକ୍ଷା କରୁଥିବାର ଦର୍ଶାଯାଇଛି । ରିପୋର୍ଟ- ଶକ୍ତି ପ୍ରସାଦ ମିଶ୍ର