Surprise Me!

୪୮ ଘଣ୍ଟାରେ ସାରା ରାଜ୍ୟ ଛୁଇଁବ ମୌସୁମୀ; ୫ ଦିନ ଯାଏ ଲାଗି ରହିବ ବର୍ଷା

2026-06-22 0 Dailymotion

ଆଜି ଭୁବନେଶ୍ୱରରେ ଝିପି ଝିପି ବର୍ଷା ହେଉଥିବା ବେଳେ ଆସନ୍ତା ୨୪ ଘଂଟାରେ ଅଧିକାଂଶ ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି । ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ରକୁ ଯିବା ପାଇଁ ବାରଣ କରାଯାଇଛି ।
ରିପୋର୍ଟ-ଦେବସ୍ମିତା ରାଉତ୍