Surprise Me!

ତାମିଲନାଡୁ ଗ୍ୟାସ୍ ଟ୍ରାଜେଡି: ଭୁବନେଶ୍ୱରରେ ପହଞ୍ଚିଲା ୫ ଓଡ଼ିଆ ଶ୍ରମିକଙ୍କ ମୃତଦେହ, ଶ୍ରଦ୍ଧାଞ୍ଜଳି ଦେଲେ ମୁଖ୍ୟମନ୍ତ୍ରୀ

2026-06-23 3 Dailymotion

ଓଡ଼ିଆ ଶ୍ରମିକଙ୍କ ମୃତଦେହ ଭୁବନେଶ୍ୱରରେ ପହଞ୍ଚିବା ପରେ ବିମାନବନ୍ଦରରେ ମୃତକଙ୍କୁ ଶ୍ରଦ୍ଧାଞ୍ଜଳି ଦେବା ସହ ଶୋକସନ୍ତପ୍ତ ପରିବାରଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ରିପୋର୍ଟ- ସଞ୍ଜୀବ ରାୟ