ବହୁ ସଂଖ୍ୟାରେ ଶ୍ରଦ୍ଧାଳୁ କିଭଳି ପୁରୀରେ ସୁବିଧାରେ ପହଞ୍ଚିବେ ଓ ଫେରିବେ ସେ ବିଷୟରେ ଆଲୋଚନା କରାଯାଇ ସମସ୍ତଙ୍କ ସମ୍ମତିକ୍ରମେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତିଗୁଡ଼ିକ ଗ୍ରହଣ କରାଯାଇଛି । ରିପୋର୍ଟ-ସତ୍ୟଜିତ ରାଉତ