ଭୁବନେଶ୍ବର ବାଲିଅନ୍ତା ସୌମ୍ୟରଞ୍ଜନ ସ୍ବାଇଁ ହତ୍ୟା ମାମଲାରେ 3 ଜଣ ମୁଖ୍ୟ ଅଭିଯୁକ୍ତଙ୍କୁ ରିମାଣ୍ଡରେ ନିଆଯାଇଥିବା ବେଳେ ମାରାଥନ୍ ଜେରା କରାଯିବ ବୋଲି କ୍ରାଇମବ୍ରାଞ୍ଚ ଡିଜି ବିନୟତୋଷ ମିଶ୍ର ସୂଚନା ଦେଇଛନ୍ତି।ରିପୋର୍ଟ: ସତ୍ୟଜିତ ରାଉତ