ସାଇବର ଠକେଇ ଘଟଣା ବଢ଼ୁଥିବାରୁ ଅଭିଯୋଗ ପଞ୍ଜୀକରଣକୁ ଅଧିକ ଦ୍ରୁତ ଓ ପ୍ରଭାବଶାଳୀ କରିବା, ଠକେଇ ଅର୍ଥ ଉଦ୍ଧାରର ସମ୍ଭାବନା ବଢ଼ାଇବା ପାଇଁ ଏହି ପଦକ୍ଷେପ ନିଆଯାଇଛି। ରିପୋର୍ଟ-ନାରାୟଣ ସାହୁ