Surprise Me!

ଆଜି ଶ୍ରୀଜୀଉଙ୍କ ଦଶମୂଳ ପ୍ରସ୍ତୁତି ଓ ଚକା ବିଜେ ନୀତି

2026-07-10 1 Dailymotion

ଆଜି ବିଧି ମୁତାବକ ଅଣସରରେ ଥିବା ତିନି ଠାକୁର ଚକା ବିଜେ କରିବା ସହ ବୈଦ୍ୟ ଦଶମୂଳ ପ୍ରସ୍ତୁତ କରି ଗାରଦରେ ଦାଖଲ କରିବାର ପରମ୍ପରା ରହିଛି । ରିପୋର୍ଟ ଶକ୍ତି ପ୍ରସାଦ ମିଶ୍ର