Surprise Me!

ପୌରାଞ୍ଚଳ ଅଧ୍ୟକ୍ଷ ପଦ ପାଇଁ ପ୍ରକାଶ ପାଇଲା ସଂରକ୍ଷଣ ତାଲିକା: ପ୍ରସ୍ତୁତି ଆରମ୍ଭ କଲେ ରାଜ୍ୟ ନିର୍ବାଚନ ଆୟୋଗ

2026-07-18 0 Dailymotion

ରାଜ୍ୟରେ ନୂତନ ଭାବେ ଗଠିତ 35ଟି ପୌରସଂସ୍ଥା ଏବଂ NACର ପୌରାଧ୍ୟକ୍ଷ ପଦ ପାଇଁ ସଂରକ୍ଷଣ ନିର୍ଦ୍ଧାରଣ ସମ୍ପର୍କିତ ଚିଠା ବିଜ୍ଞପ୍ତି ପ୍ରକାଶ ପାଇଛି । ରିପୋର୍ଟ- ମନୋରଞ୍ଜନ ଶଙ୍ଖୁଆ