Surprise Me!

ଲଗାଣ ବର୍ଷାରେ କ୍ଷତି ସହିଥିବା ଚାଷୀଙ୍କ ପାଇଁ ସରକାରଙ୍କ ବଡ଼ ଘୋଷଣା

2026-07-21 1 Dailymotion

ଲଗାଣ ବର୍ଷା ଯୋଗୁଁ କ୍ଷତିଗ୍ରସ୍ତ ଚାଷୀଙ୍କ ପାଇଁ ଆଶ୍ୱସ୍ତିକର ଘୋଷଣା କରିଛନ୍ତି, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ । ରିପୋର୍ଟ: ମନୋରଞ୍ଜନ ଶଙ୍ଖୁଆ