Surprise Me!

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି କଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ

2026-07-21 0 Dailymotion

କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି ପ୍ରସଙ୍ଗରେ ପ୍ରଥମ ଥର ଲାଗି ମୁହଁ ଖୋଲିଛନ୍ତି ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ରିପୋର୍ଟ- ଭବାନୀ ଶଙ୍କର ଦାସ