Surprise Me!

‘ଭିଡ ପରିଚାଳନା ଓ ସୂଚନା ସଞ୍ଚାର ଉପରେ ଗୁରୁତ୍ୱ ଦିଅ’: ବାହୁଡା ଯାତ୍ରା ପ୍ରସ୍ତୁତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

2026-07-22 0 Dailymotion

ସମସ୍ତ ନୀତିକାନ୍ତି ଯେପରି ସୁଚାରୁ ରୂପେ ପାଳିତ ହେବ ସେଥିପ୍ରତି ସ୍ୱତନ୍ତ୍ର ଧ୍ୟାନ ରଖିବାକୁ ଅଧିକାରୀଙ୍କୁ କହିଛନ୍ତି ମୁଖ୍ୟମନ୍ତ୍ରୀ । ରିପୋର୍ଟ: ଭବାନୀ ଶଙ୍କର ଦାସ