Surprise Me!

ମହାନଦୀରେ ମଧ୍ୟମ ଧରଣର ବନ୍ୟା ଆଶଙ୍କା: ସତର୍କ କଲେ ଜଳ ସମ୍ପଦ ସର୍ବୋଚ୍ଚ ଯନ୍ତ୍ରୀ

2026-07-29 2 Dailymotion

କାଲିସୁଦ୍ଧା ମୁଣ୍ଡଳୀରେ ୮.୫ରୁ ୯ ଲକ୍ଷ କ୍ୟୁସେକ୍ ପାଣି ପହଞ୍ଚିପାରେ । ପ୍ରଭାବରେ ଦୟା ଓ ମହାନଦୀର ତଳିଆ ଅଞ୍ଚଳରେ ମଧ୍ୟମ ଧରଣର ବନ୍ୟାସ୍ଥିତି ସୃଷ୍ଟିହେବା ଆଶଙ୍କା ରହିଛି । ରିପୋର୍ଟ- ସଞ୍ଜୀବ ରାୟ