ବର୍ଷା ଓ ବନ୍ୟା ସ୍ଥିତି ଯୋଗୁଁ ନିର୍ଦ୍ଧାରିତ ସମୟ ମଧ୍ୟରେ SIR ପ୍ରକ୍ରିୟା ଶେଷ କରିବା କଷ୍ଟକର। ଏହାକୁ ବିଚାର କରି ସ୍ଥାୟୀ ପଦକ୍ଷେପ ନେବାକୁ ଦାବି ହେଇଛି । ରିପୋର୍ଟ-ମନୋରଞ୍ଜନ ଶଙ୍ଖୁଆ