ପ୍ରଭାବିତ ସମସ୍ତ ଜିଲ୍ଲାରେ କଣ୍ଟ୍ରୋଲ୍ ରୁମ୍ ସହ ଅସ୍ଥାୟୀ ଚିକିତ୍ସା ଶିବିର ଖୋଲାଯାଇଛି । ଲୋକଙ୍କୁ ନିରନ୍ତର ସ୍ୱାସ୍ଥ୍ୟସେବା ଯୋଗାଇ ଦିଆଯାଉଛି । ରିପୋର୍ଟ-ବିକାଶ କୁମାର ଦାସ