ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୋପାଳପୁର ନିକଟବର୍ତ୍ତୀ ଧବଳେଶ୍ୱର ପୀଠରେ ଦର୍ଶନ ସହିତ ପୂଜାର୍ଚ୍ଚନା କରିଛନ୍ତି । ସୁରକ୍ଷା ଦୃଷ୍ଟିରୁ ମନ୍ଦିର ପରିସରରେ ବ୍ୟାପକ ବ୍ୟବସ୍ଥା କରାଯାଇଥିଲା । ରିପୋର୍ଟ: ସମୀର ଆଚାର୍ଯ୍ୟ