Surprise Me!

ପୁଣି ସୋସିଆଲ ମିଡିଆରେ ଶ୍ରୀମନ୍ଦିର ଭିତର ଭିଡିଓ ଭାଇରାଲ, ‘କାର୍ଯ୍ୟାନୁଷ୍ଠାନ ନିଆଯିବ’

2026-08-05 1 Dailymotion

ନୀଳଚକ୍ର ପତିତପାବନ ବାନା ପରିବର୍ତ୍ତନ ସମୟରେ କରାଯାଇଛି ଭିଡିଓ । ତଦନ୍ତ କରାଯାଇ କାର୍ଯ୍ୟାନୁଷ୍ଠାନ ନିଆଯିବ କହିଲେ ଶ୍ରୀମନ୍ଦିର ସୁରକ୍ଷା ପ୍ରଶାସକ । ରିପୋର୍ଟ: ଶକ୍ତି ପ୍ରସାଦ ମିଶ୍ର