ରାଜ୍ୟସ୍ତରୀୟ ହର୍ ଘର୍ ତ୍ରିରଙ୍ଗା ଅଭିଯାନକୁ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ରାଜ୍ୟରେ ଅଗଷ୍ଟ ୧୭ ତାରିଖ ପର୍ଯ୍ୟନ୍ତ ଚାଲିବ ଏହି ଅଭିଯାନ । ରିପୋର୍ଟ- ମନୋରଞ୍ଜନ ଶଙ୍ଖୁଆ