ଆଗାମୀ ୭ ଦିନ ଯାଏ ରାଜ୍ୟରେ ବର୍ଷା ସମ୍ଭାବନା ଥିବାବେଳେ ୪ ଦିନ ଯାଏ ପ୍ରବଳ ବର୍ଷା ଚେତାବନୀ ରହିଥିବା କହିଛନ୍ତି, ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ନିର୍ଦେଶିକା ମନୋରମା ମହାନ୍ତି । ରିପୋର୍ଟ-ଦେବସ୍ମିତା